19 Oct 2026, Mon

ସୁନା ଏବଂ ରୁପା ଦରରେ ସାମାନ୍ୟ ପରିବର୍ତ୍ତନ

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୯,୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୬,୭୪୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୯,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୬,୭୪୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୯,୧୭୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୬,୭୪୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୯,୩୨୦ ଟଙ୍କା ଓ ୨୨ କ୍ୟାରଟେ ୧,୩୬,୮୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୯,୧୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୬,୭୪୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୯,୧୭୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୬,୭୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୪,୯୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *