• Want to Promote Your Business? Advertise With Us Today! 📞 Call Now: +91 90900 75624 / 63716 38351

23 Oct 2026, Fri

କମିଛି ସୁନା ଏବଂ ରୁପା ଦର, ଜାଣନ୍ତୁ ଆଜିର ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୪,୩୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୨,୩୪୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୪,୩୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୨,୩୪୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୩୭୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୨,୩୪୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୪,୫୨୦ ଟଙ୍କା ଓ ୨୨ କ୍ୟାରଟେ ୧,୩୨,୪୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୪,୩୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୨,୩୪୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୪,୩୭୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୨,୩୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୨୪,୯୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *