ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୭,୬୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୫,୩୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୭,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୫,୩୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୭,୬୬୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୫,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୭,୮୧୦ ଟଙ୍କା ଓ ୨୨ କ୍ୟାରଟେ ୧,୩୫,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୭,୬୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୫,୩୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୭,୪୩୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୫,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୦,୦୦୦ ଟଙ୍କା ହୋଇଛି ।

