19 Oct 2026, Mon

ସୁନା ପ୍ରେମୀଙ୍କ ପାଇଁ ଖୁସିଖବର !

ସୁନା ପ୍ରେମୀଙ୍କ ପାଇଁ ଆସିଲା ଖୁସିଖବର । ଲଗାଦର ବଢୁଥିବା ସୁନା ଦରରେ ଲାଗିଛି ରୋକ୍ । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୩୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୪୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୨,୪୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୫,୩୫୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୨,୪୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୫,୫୦୦ ଟଙ୍କା ଓ ୨୨ କ୍ୟାରଟେ ୧,୪୨,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୫,୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୨,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୫,୩୫୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୨,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *