ପୂଜାବଜାରରେ ଲୋକଙ୍କ ଖୁସିକୁ ଦୁଇଗୁଣିତ କରିଛି ସୁନା ରୂପା ଦାମ୍ । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୭,୪୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୫,୧୪୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୭,୪୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୫,୧୪୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୭,୪୩୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୫,୧୪୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୭,୫୮୦ ଟଙ୍କା ଓ ୨୨ କ୍ୟାରଟେ ୧,୩୫,୨୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୭,୪୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୫,୧୪୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୭,୪୩୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୫,୧୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୨୯,୯୦୦ ଟଙ୍କା ହୋଇଛି ।

